ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ଯେତେ ଉପାୟ ଅବଲମ୍ବନକଲେ ସୁଦ୍ଧା କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିବ ହିଁ ବଢ଼ିବ। ପାରିବାରିକ ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହେବେ ଏବଂ କୌଣସି ପୋଗ୍ରାମ କରିବାର ଯୋଜନା କରିପାରନ୍ତି। ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ୟ୍ୟ ସାଧନ କରିବେ। ସାମାଜିକ ସ୍ତରରେ ଦୀର୍ଘ ଦିନର ଅଭିଳାଷ ପୂରଣ ପାଇଁ କୈାଣସି ନୂତନ ଯୋଜନା କରିପାରନ୍ତି। ଭଲକଥା କହିଲେ ମଧ୍ୟ ଅନ୍ୟମାନେ ତାହାକୁ ଭୁଲବୁଝିବେ। ଅବହେଳା ଓ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ପ୍ରତିକାର – ଓଁ ଶ୍ରାଂ ଶ୍ରୀଂ ସୈା ସଃ ଚନ୍ଦ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨