ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ଆଜି ବିଭିନ୍ନ ଉନ୍ନତମାନର ଯୋଜନାକୁ କାର୍ୟ୍ୟକାରୀ କରିବେ । ପାରିବାରିକ ସ୍ତରରେ ଅର୍ଥାଭାବଜନିତ ଅସୁବିଧାକୁ କେନ୍ଦ୍ରକରି ମନ ସାମୟିକ ଅଶାନ୍ତ ରହିପାରେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଗୃହସୀମା, ଜମିଜମାରେ ସମସ୍ୟାମୁକ୍ତ ରହିବେ। ମାନସିକ ସ୍ଥିରତା ରକ୍ଷା କରିବା କଷ୍ଟକର ହେବ। ପୁରାତନ ସମସ୍ୟାକୁ କେନ୍ଦ୍ରକରି ଯୋଗାଯୋଗକଲେ ଉପକୃତ ହେବେ। ସଂଗଠନ, ସଙ୍ଗୀତ ସମାରୋହ, କାର୍ୟ୍ୟକ୍ରମ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କୁ କୌଣସି ଘରୋଇ ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ । ବିଳମ୍ବରେ କାମ ସମ୍ପନ୍ନ ହେବାରୁ କେତେକ ଅସୁବିଧାର ସମ୍ମୁଖୀନ ହେବେ।
ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧