ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ବ୍ୟବସାୟରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ରହିବ ନାହିଁ । ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ଚିଡିଚିଡା ସ୍ବଭାବ ଯୋଗୁ ବିଚଳିତ ହେବେ।ସରକାରୀ କ୍ଷେତ୍ରରୁ ଲାଭର ଆଶା କରି ପାରନ୍ତି । ଅଭାବରୁ ଧନହାନୀର ଆଶଙ୍କା ରହିଛି। ସମ୍ପର୍କୀୟଙ୍କ ସହାୟତାରେ ଆଶା କରୁଥିବା ଦିଗରୁ ଅଧିକ ଅର୍ଥ ପାଇ ଖୁସି ହେବେ। ନୂତନ ଯୋଜନା କ୍ଷେତ୍ରରେ ଉଚ୍ଚ ଆଶା ଧରି ଆଗେଇବେ। କଳା, କ୍ରୀଡ଼ା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ ସ୍ତରରେ ସାହାଯ୍ୟ, ସହଯୋଗ, ସମ୍ମାନ ପାଇ ଖୁସି ହେବେ।
ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮