• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Aries

ମେଷ

Monday 21 Oct 2024

ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :