• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Taurus

ବୃଷ

Monday 21 Oct 2024

ଶିକ୍ଷା କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଓ ମାନସିକ ସ୍ଥିରତା ଦେଖାଦେବ । କୌଣସି ଜରୁରୀ କାର୍ଯ୍ୟକୁ ମନଯୋଗ ଦେଇ ପୂର୍ଣ୍ଣ କରିବେ । ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଧାର୍ମିକ କାର୍ଯ୍ୟକ୍ଷେତ୍ରରେ ଅଂଶ ଗ୍ରହଣ କରିବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ପ୍ରତିକାର – ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :