• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Aquarius

କୁମ୍ଭ

Monday 21 Oct 2024

ଦେହପିଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାର‌୍ୟ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :