• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Pisces

ମୀନ

Monday 21 Oct 2024

ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ର ସୁଯୋଗ ମିଳିପାରେ । ବିଦ୍ୟାର୍ଥୀ ମାନେ ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ । ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ ।

ପ୍ରତିକାର – ସକାଳୁ ଉଠି ଗୁରୁଜନମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :