• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Gemini

ମିଥୁନ

Monday 21 Oct 2024

ସାମାଜିକ ଜିବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନ୍‌ତି ପାଇବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବାକଲେ ଅନେକ ଆଶୀର୍ବାଦ ପାଇବେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ନୂତନ ବନ୍ଧୁ୍‌ଙ୍କ ସାହାର୍ଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ଧନ ଆଗମନର ନୂତନସ୍ରୋତ ଖୋଲିଯିବ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ ।

ପ୍ରତିକାର – ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :