• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Leo

ସିଂହ

Monday 21 Oct 2024

ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପୈତୃକ ସମ୍ପତି ନେଇ ଥିବା ବାଦବିବାଦକୁ ତୁଟାଇବା ପାଇଁ ଚେଷ୍ଟା କରିବେ ଓ ସେଥିରେ ସଫଳତା ପ୍ରାପ୍ତ କରିବେ । ଆଚାର ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :