• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Virgo

କନ୍ୟା

Monday 21 Oct 2024

ସାଧାରଣ ଦିନଚର୍ଯ୍ୟା ଅତୁଟ ରହିବ । କର୍ମ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । କୌଣସି କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ଦୁଃଖୀ ଲୋକଙ୍କୁ ସାହାରା ବା ସାହାର୍ଯ୍ୟ କରିବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :