• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Libra

ତୁଳା

Monday 21 Oct 2024

ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ସାହିତ୍ୟଚର୍ଚ୍ଚା, ସବାସମିତିରେ ସଫଳତା ମିଳିବ । ଭଲ ଭାବରେ ଚିନ୍ତାକରି କାମରେ ଆଗେଇ ଚାଲନ୍ତୁ । କର୍ମ କ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ଦାମ୍ପତ୍ୟ କଳହ ତୁଟିଯିବ । ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :