• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Scorpio

ବିଛା

Monday 21 Oct 2024

କର୍ମ ବହୁତ ସହଜରେ ସମ୍ପନ୍ନ ହେବ । ନୂତନ ଚାକିରୀ ମିଳିବାର ସମ୍ଭାବନା ରହିଛି । କର୍ମ କ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ ।ନୂତନ ବନ୍ଧୁ ମିତ୍ରଙ୍କ ମିଲନ ହେବ । ଆର୍ଥିକ ଦିଗରୁ ଉନ୍ନ୍‌ି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ ।

ପ୍ରତିକାର – ମା’ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :