• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Sagittarius

ଧନୁ

Monday 21 Oct 2024

ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । କୋର୍ଟର ସହୟତା ପାଇବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :