• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 21st October To 27th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

Capricorn

ମକର

Monday 21 Oct 2024

ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :