• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd July To 28th July 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ନିର୍ମାଣମୂଳକ ଯୋଜନାରେ ଆଗେଇ ଯିବେ ଓ ପାରିବାରିକ ଜୀବନ ସୁଖରେ କଟିବ । ଶୁଭକାମ କରି ପ୍ରଶଂସିତ ହେବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ ।

Taurus

ବୃଷ

Monday 22 Jul 2024

ନିର୍ମାଣମୂଳକ ଯୋଜନାରେ ଆଗେଇ ଯିବେ ଓ ପାରିବାରିକ ଜୀବନ ସୁଖରେ କଟିବ । ଶୁଭକାମ କରି ପ୍ରଶଂସିତ ହେବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ବକେୟା ଅର୍ଥ ପ୍ରାପ୍ତି ହେବା ସହ ଆର୍ଥିକ ଉନ୍ନତି ଘଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢିଭୁତ ହେବ । ଜମିବାଡି ଓ ଘର ଜାଗାନେଇ ଥିବା ବିବାଦ ତୁଟିଯିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ।

ପ୍ରତିକାର – ନାଲି ରଙ୍ଗର ଗାଈକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :