• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd July To 28th July 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ନିର୍ମାଣମୂଳକ ଯୋଜନାରେ ଆଗେଇ ଯିବେ ଓ ପାରିବାରିକ ଜୀବନ ସୁଖରେ କଟିବ । ଶୁଭକାମ କରି ପ୍ରଶଂସିତ ହେବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ ।

Pisces

ମୀନ

Monday 22 Jul 2024

ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିପାରେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :