• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd July To 28th July 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ନିର୍ମାଣମୂଳକ ଯୋଜନାରେ ଆଗେଇ ଯିବେ ଓ ପାରିବାରିକ ଜୀବନ ସୁଖରେ କଟିବ । ଶୁଭକାମ କରି ପ୍ରଶଂସିତ ହେବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ ।

Gemini

ମିଥୁନ

Monday 22 Jul 2024

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଆପଣ ଦୀର୍ଘ ସମୟ ଧରି ଅଫିସ୍ କାମରେ ବ୍ୟସ୍ତ ରହି ପାରନ୍ତି । ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି । କଳା, ସାହିତ୍ୟ, କ୍ରୀଡା ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :