• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd July To 28th July 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ନିର୍ମାଣମୂଳକ ଯୋଜନାରେ ଆଗେଇ ଯିବେ ଓ ପାରିବାରିକ ଜୀବନ ସୁଖରେ କଟିବ । ଶୁଭକାମ କରି ପ୍ରଶଂସିତ ହେବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ ।

Cancer

କର୍କଟ

Monday 22 Jul 2024

ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ନିଜ ସ୍ୱାସ୍ଥ୍ୟ କୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଛାତ୍ରଛାତ୍ରୀମାନେ ସାଙ୍ଗସାଥିଙ୍କ ସହ ଉତ୍ତମ ଯୋଜନାବନ୍ଧ ହେବାର ସମ୍ଭାବନା ଅଛି । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ସତର୍କତା ଅବଲମ୍ବନ ନ କଲେ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :