• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd July To 28th July 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ନିର୍ମାଣମୂଳକ ଯୋଜନାରେ ଆଗେଇ ଯିବେ ଓ ପାରିବାରିକ ଜୀବନ ସୁଖରେ କଟିବ । ଶୁଭକାମ କରି ପ୍ରଶଂସିତ ହେବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ ।

Virgo

କନ୍ୟା

Monday 22 Jul 2024

ଶରୀର ସୁସ୍ଥ ରହିବା ସହିତ ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ନୂଆ ସମ୍ପର୍କ ସୃଷ୍ଟିହବେ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ଶତୃମାନେ ଦୁର୍ବଳ ହେବା ଫଳରେ ଆୟରପନ୍ଥା ସହଜ ହେବ । ପରିଶ୍ରମ ଦ୍ୱାରା ବ୍ୟବସାୟ ବଢିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :