• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd July To 28th July 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ନିର୍ମାଣମୂଳକ ଯୋଜନାରେ ଆଗେଇ ଯିବେ ଓ ପାରିବାରିକ ଜୀବନ ସୁଖରେ କଟିବ । ଶୁଭକାମ କରି ପ୍ରଶଂସିତ ହେବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ ।

Capricorn

ମକର

Monday 22 Jul 2024

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ଅଶୀଂଦାରୀ ବ୍ୟବସାୟରେ ମନୋମାଳିନ୍ୟ ଉପୁଜିବ । କର୍ମ କ୍ଷେତ୍ରରେ ଅଶାବଧାନତା କାରଣରୁ ଅପମାନିତ ହେବେ । ଆପଣଙ୍କର ଆତ୍ମବିଶ୍ୱାସ , ଓ କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । ବ୍ୟକ୍ତିଙ୍କ ସହଯୋଗରୁ , ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :