Weekly Horoscope: From 22nd July To 28th July 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ନିର୍ମାଣମୂଳକ ଯୋଜନାରେ ଆଗେଇ ଯିବେ ଓ ପାରିବାରିକ ଜୀବନ ସୁଖରେ କଟିବ । ଶୁଭକାମ କରି ପ୍ରଶଂସିତ ହେବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ ।

Aries

ମେଷ

Monday 22 Jul 2024

ଜୀବନ ସାଥୀଙ୍କ ସହିତ ଏକ ଦୃଢ ସମ୍ପର୍କ ଗଢିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ସାଙ୍ଗମାନଙ୍କ ସହିତ ଖୁସିରେ ସମୟ ବିତାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ପରିବାରରେ ଓ କୁଟୁମ୍ବରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ଧାଦୌଡ କରିବାକୁ ପଡିବ ।

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :