Advertisment

Weekly Horoscope From 22nd September 2025 To 28th September 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

author-image
Chinmayee Sahoo
Weekly Horoscope From 22nd September 2025 To 28th September 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ନୂତନ କର୍ମ ନିଯୁକ୍ତି ପାଇବେ । ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ ।