• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd September To 28th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ କୌଣସି ମାମଲାରେ ସଫଳତା ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

Aries

ମେଷ

Monday 23 Sep 2024

ପାରିବାରିକ ଜୀବନରେ ଶାନ୍ତି ଆସିବା ସହ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯାଇ ଉନ୍ନତି ହେବ । ପ୍ରେମିକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ ।

ପ୍ରତିକାର- ହନୁମାନଙ୍କର ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :