• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd September To 28th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ କୌଣସି ମାମଲାରେ ସଫଳତା ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

Aquarius

କୁମ୍ଭ

Monday 23 Sep 2024

ଶତୃ ପରାଜିତ ହେବେ । ସାମାଜିକ ଉତ୍ସବରେ ଭାଗ ନେବେ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ଜନ ସେବାରେ ପ୍ରଶଂସା ମିଳିବ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅବବାହିତ କରିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ ।

ପ୍ରତିକାର- ହନୁମାନ ଚାଳୀଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :