• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd September To 28th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ କୌଣସି ମାମଲାରେ ସଫଳତା ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

Pisces

ମୀନ

Monday 23 Sep 2024

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଆର୍ôଥକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ôଥକ ଲାଭ ହେବାର ସମ୍ଭାବନା ଅଛି । ବାଦବିବାଦ , ମାଲିମୋକଦ୍ଦମା , ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବ । ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ ।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :