• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd September To 28th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ କୌଣସି ମାମଲାରେ ସଫଳତା ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

Cancer

କର୍କଟ

Monday 23 Sep 2024

ଶୁଭ କାମ କରି ପ୍ରଶଂସିତ ହେବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପରିସ୍ଥିତିକୁ ଜଟିଳ ମନେକ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ଆକସ୍ମିକ କାହା ଉପରେ ରାଗି ଯାଇ ଶତୃତା ସୃଷ୍ଟି କରିପାରନ୍ତି ।

ପ୍ରତିକାର- ମା ଭୁବନେଶ୍ୱରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :