• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd September To 28th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ କୌଣସି ମାମଲାରେ ସଫଳତା ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

Leo

ସିଂହ

Monday 23 Sep 2024

ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହେବ । କଳା , ସାହିତ୍ୟ , କ୍ରିଡା , ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି । ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ ।

ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :