• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd September To 28th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ କୌଣସି ମାମଲାରେ ସଫଳତା ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

Virgo

କନ୍ୟା

Monday 23 Sep 2024

ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ । ବାଦବିବାଦ , ପରୀକ୍ଷା ପ୍ରତିଯୋଗିତା , ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ ।

ପ୍ରତିକାର- ତ୍ରୀପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :