• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd September To 28th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ କୌଣସି ମାମଲାରେ ସଫଳତା ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

Libra

ତୁଳା

Monday 23 Sep 2024

ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା , ମାନ-ସମ୍ମାନ ବୃଦ୍ଧି ହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୁର ହୋଇ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବ ।

ପ୍ରତିକାର- ଶିବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :