• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd September To 28th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ କୌଣସି ମାମଲାରେ ସଫଳତା ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

Scorpio

ବିଛା

Monday 23 Sep 2024

ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ ଓ ପୁରୁଣା ଧନଲାଭ ହେବାରୁ ଖୁସି ହେବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ । ରାଜନୀତିରେ ସଫଳତା ମିଳିବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ ।

ପ୍ରତିକାର- ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :