• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd September To 28th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ କୌଣସି ମାମଲାରେ ସଫଳତା ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

Sagittarius

ଧନୁ

Monday 23 Sep 2024

ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ ବାଦବିବାଦ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପରିବାରରରେ ମନୋମାଳିନ୍ୟକୁ ଏଡେଇ ପାରିଲେ ଶାନ୍ତି ମିଳିବ । ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ ।

ପ୍ରତିକାର- ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :