• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd September To 28th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ କୌଣସି ମାମଲାରେ ସଫଳତା ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

Capricorn

ମକର

Monday 23 Sep 2024

ଶିକ୍ଷାର୍ଥୀ ମାନଙ୍କର ଅଧ୍ୟୟନରେ ଏକାଗ୍ରତା ଆସିପାରିବ । ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବାସହ ପ୍ରଂଶସିତ ହେବେ । ବନ୍ଧୁଙ୍କ ସହାୟତାରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ ।

ପ୍ରତିକାର- କାଳୀଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :