ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କ ପରାମର୍ଶରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ନିଜର ନୂଆ ଲକ୍ଷ୍ୟ ନିର୍ଦ୍ଧାରିତ କରିବେ । ଚାକିରିରେ ସ୍ଥାନାନ୍ତର ହେବାକୁ ଚେଷ୍ଟା କଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ ।
କର୍ମ ପରିଶ୍ରମ ଓ କ୍ଷେତ୍ରରେ ଅତ୍ୟଧିକ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ପରିବହନ ଓ ଚୁକ୍ତିପତ୍ର ନିର୍ମାଣ ଆଲୋଚନା ପାଇଁ ଦିନଟି ଭଲ ରହିବ କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କ ଅନୁରିତାପ କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨