ଜୀବନରେ କିଛି ପରିବର୍ତ୍ତନ ଆସିବ। କୌଣସି ସମାରୋହରେ ଏଭଳି ଲୋକଙ୍କ ସହିତ ସାକ୍ଷାତ ହେବ ଯାହା ଆପଣଙ୍କ ଲାଗି ବିଶେଷ ସାବ୍ୟସ୍ତ ହେବେ। ନିଜକୁ ଆର୍ଥିକ ରୂପେ ସୁଦୃଢ଼ କରିବାରେ ସଫଳ ହେବେ। ଜମି ବ୍ୟବସାୟୀଙ୍କର କୌଣସି ବଡ଼ ଡିଲ୍ ଫାଇନାଲ୍ ହେବ। ଚାକିରିରେ ମନ ଚାହୁଁଥିବା ଅଞ୍ଚଳକୁ ବଦଳି ହୋଇପାରେ।
ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। କୌଣସି ବ୍ୟକ୍ତିଙ୍କ ସହିତ କଥା ହେବାବେଳେ ସହଜ ସରଳ ଭାଷା କହନ୍ତୁ। ବ୍ୟବସାୟରେ ସକାରାତ୍ମକ ପରିବର୍ତ୍ତନ ଦେଖିବେ । ପୂର୍ବରୁ କରିଥିବା ନିବେଶରୁ ଭଲ ଲାଭ ପାଇବେ। ସଫ୍ଟୱେୟାର ଇଂଜିନିୟରଙ୍କ ଲାଗି ସମୟ ଅନୁକୂଳ । ଚାକିରି ପାଇଁ ବଡ଼ କଂପାନିରୁ ଇମେଲ୍ ଆସିପାରେ । ଜୀବନବୀମା କ୍ଷେତ୍ରରେ କାମ କରୁଥିବା ଲୋକଙ୍କର ଆଶା ପୂରଣ ହେବ। ଫାଲ୍ତୁ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖି ସଂଚୟ ପାଇଁ ଭାବିବେ । ଛାତ୍ରଛାତ୍ରୀ ଲେଖାପଢ଼ାରେ ଅଧିକ ପରିଶ୍ରମ କରିବାକୁ ହେବ । ଆତ୍ମବିଶ୍ବାସ ବୃଦ୍ଧି ପାଇଁ ଯୋଗ ଅଭ୍ୟାସ କରନ୍ତୁ ।
ପ୍ରତିକାର- ଓଁ ଶଂ ଶନିଶ୍ଚରାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୬