Weekly Horoscope From 23rd June 2025 To 29th June 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ଜୀବନରେ କିଛି ପରିବର୍ତ୍ତନ ଆସିବ। କୌଣସି ସମାରୋହରେ ଏଭଳି ଲୋକଙ୍କ ସହିତ ସାକ୍ଷାତ ହେବ ଯାହା ଆପଣଙ୍କ ଲାଗି ବିଶେଷ ସାବ୍ୟସ୍ତ ହେବେ। ନିଜକୁ ଆର୍ଥିକ ରୂପେ ସୁଦୃଢ଼ କରିବାରେ ସଫଳ ହେବେ। ଜମି ବ୍ୟବସାୟୀଙ୍କର କୌଣସି ବଡ଼ ଡିଲ୍ ଫାଇନାଲ୍ ହେବ। ଚାକିରିରେ ମନ ଚାହୁଁଥିବା ଅଞ୍ଚଳକୁ ବଦଳି ହୋଇପାରେ।

Aries

ମେଷ

Monday 23 Jun 2025

ଉଜ୍ଜ୍ୱଳ ଭବିଷ୍ୟତ ଆଡ଼କୁ ଅଗ୍ରସର ହେବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ। ବ୍ୟବସାୟ କାମରେ ବଡ଼ ସହରକୁ ଯିବେ । ଭାଗୀଦାରି କାରବାରରେ ଲାଭ ପାଇବେ। ଅଫିସରେ ଲାଗି ରହିଥିବା ସମସ୍ୟା ସମାପ୍ତ ହୋଇଯିବ। କର୍ତ୍ତୃପକ୍ଷ ଆପଣଙ୍କୁ ସୁନ୍ଦର ଉପହାର ଦେଇପାରନ୍ତି । ସାହିତ୍ୟ କ୍ଷେତ୍ରରେ ଥିବା ଲୋକ ସମ୍ମାନିତ ହେବେ। ଓକିଲ ପୁରୁଣା ମକଦ୍ଦମାରେ ସଫଳତା ପାଇବେ । ପରିବାରରେ କିଛି ପରିବର୍ତ୍ତନ ଦେଖିବାକୁ ପାଇବେ । ଆପଣଙ୍କ ଜୀବନରେ ଖୁସିର ଆଗମନ ହେବ। ଛାତ୍ରଛାତ୍ରୀ ଭଲ ପରିଣାମ ପାଇବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ବାହାରେ ତୈଳଯୁକ୍ତ ଖାଦ୍ୟ ବର୍ଜନ କରନ୍ତୁ ।

ପ୍ରତିକାର- ଗରିବ ଲୋକଙ୍କୁ ଭୋଜନ, ପୋଷାକ, ତୈଳ ଦାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS