• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Aries

ମେଷ

Wednesday 26 Jun 2024

ସ୍ୱାସ୍ଥ୍ୟରେ ସୁଧାର ଆସିବା ଫଳରେ ପୁରାତନ ରୋଗରୁ ଉପସମ ମିଳିବ । ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଜନସେବାରେ ନିଜକୁ ନିୟୋଜିତ କରି ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହେଯାଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା , ପରିଣାମ ଅନୁକୂଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ ।

ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :