• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Taurus

ବୃଷ

Wednesday 26 Jun 2024

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପାଖରେ ଥିବା ସାଥୀ ଓ ପ୍ରିୟଜନ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବା ହେବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । କୌଣସି ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ସରକାରୀ କାମରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ । ସ୍ୱସ୍ଥ୍ୟରେ ଉନ୍ନତି ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ ।

ପ୍ରତିକାର – ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :