• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Aquarius

କୁମ୍ଭ

Wednesday 26 Jun 2024

ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଆର୍ôଥକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ପେଶା , ବ୍ୟବସାୟ ,ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ୱାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ବାଦବିବାଦ , ମାଲିମୋକଦ୍ଦମା , କ୍ରୀଡା , ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ ।

ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :