• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Pisces

ମୀନ

Wednesday 26 Jun 2024

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ ହେବାସହ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟ ପ୍ରାପ୍ତି ହେବା । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନକଲ୍ୟାନ କାର୍ଯ୍ୟ ଇଚ୍ଛା ଅନୁସାରେ ସମ୍ପନ୍ନ କରିବେ । ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ଜମିଜମା ସଂକ୍ରାନ୍ତୀୟ ସମସ୍ୟା ଆଦିରେ ସଫଳତା ମିଳିବ ।

ପ୍ରତିକାର – ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :