• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Gemini

ମିଥୁନ

Wednesday 26 Jun 2024

ଭାଗୀଦାରୀମାନଙ୍କ ସହିତ ଭୁଲ୍ ବୁଝାମଣା ସମାଧାନ ହୋଇଯିବ । ଜୀବନରେ ସକାରାତ୍ମକ ପରିବର୍ତ୍ତନ ହୋଇପାରେ । କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ସାଙ୍ଗମାନଙ୍କଠାରୁ ଉପହାର ପାଇବାର ସମ୍ଭାବନା ଅଛି । ପରିବାର ସହିତ ଯାତ୍ରା କରିବାକୁ ଯୋଜନା କରିବେ । ବିଦ୍ୟାର୍ଥୀମାନଙ୍କର ଉଚ୍ଚ ଶିକ୍ଷାରେ ବାଧା ଦୂର ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ ।

ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର‌୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :