• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Cancer

କର୍କଟ

Wednesday 26 Jun 2024

ବ୍ୟବସାୟୀମାନେ ନଗଦ କାରବରରେ ଅଧିକ ଲାଭପ୍ରଦ ହେବେ । କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । କୋର୍ଟ କଚେରୀ ମାମଲାରେ ଜିଦ୍ ରୁ ନିବୃତ ହେବା ଶ୍ରେୟସ୍କର ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶିକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ ।

ପ୍ରତିକାର – ଓଁ ଶ୍ରାଂ ଶ୍ରୀଂ ସୈା ସଃ ଚନ୍ଦ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :