• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Leo

ସିଂହ

Wednesday 26 Jun 2024

ବିଚାରାଧୀନ କାର୍ଯ୍ୟରେ କିଛି ଅଗ୍ରଗତି ହେବ । ଗୁରୁଜନ ମାନଙ୍କ ସହ ଆଲୋଚନାକରି ଓ ତାଙ୍କର ମତାମତ ନେଇ ଯେ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ବିଦେଶ ଯାତ୍ରାରେ ଲାଭବାନ୍ ହେବେ । ଶିକ୍ଷା କ୍ଷେତ୍ରରେ ନକାରାତ୍ମକ ଦ୍ରବ୍ୟକୁ ତ୍ୟାଗକରି ସକାରାତ୍ମକ ଦ୍ରବ୍ୟକୁ ଗ୍ରହଣ କରି ଆଗକୁ ବଢିବାର ପ୍ରୟାସ କରିବେ । ବ୍ୟବସାୟିକ କ୍ଷେତ୍ରରେ ସଫଳତା ପାଇବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ଓ ନୂତନ ଦ୍ରବ୍ୟ କ୍ରୟ କରି ପାରନ୍ତି । ଦେହ ମନ ଭଲ ରହିବ ।

ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର‌୍ୟ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :