• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Virgo

କନ୍ୟା

Wednesday 26 Jun 2024

ବାଣିଜ୍ୟ କର୍ମରେ ଅସ୍ଥିରତା ଦୂର ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ଜ୍ଞାନୀ ବ୍ୟକ୍ତିଙ୍କର ପ୍ରେରଣା ଓ ସରକାରୀ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପଢା ପଢିରେ ମାନସିକ ଶାନ୍ତି ମିଳିବା ସହ ପୂର୍ଣ୍ଣ ସଫଳତା ପ୍ରାପ୍ତିହେବ । କର୍ମ କ୍ଷେତ୍ରରେ ଦୂର ଯାତ୍ରାର ସୁଯୋଗ ପାଇ ପଦୋନ୍ନତି ଓ ନୂତନ ବନ୍ଧୁ ସୃଷ୍ଟି କରିପାରନ୍ତି । ଦୃଢ ମନବଳ ଓ ଉତ୍ସାହର ସହିତ କାର୍ଯ୍ୟ କରିବେ ।

ପ୍ରତିକାର - ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :