• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Scorpio

ବିଛା

Wednesday 26 Jun 2024

କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବାଦବିବାଦ, ପରୀକ୍ଷା , ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ରାସ୍ତାରେ ୟିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :