• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Sagittarius

ଧନୁ

Wednesday 26 Jun 2024

କର୍ମକ୍ଷେତ୍ରରେ ଉନ୍ନତି ହେବା ଫଲରେ ସ୍ଥାନ ପରିବତ୍ତନ ପାଇଁ ଚେଷ୍ଟା କରିବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ।ଅଗେଇବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଖାଦ୍ୟପେୟରେ ଅବହେଳା ସ୍ୱାସ୍ଥ୍ୟହାନିର କାରଣ ହେବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସ୍‌ୃଷ୍ଟି କରିବାସହ ପାଖ ପୋଡଶୀମାନେ କଟୁବଚନ ଶୁଣେଇ ପାରନ୍ତି ।

ପ୍ରତିକାର – ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :