• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 23rd June To 29th June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ ।

Capricorn

ମକର

Wednesday 26 Jun 2024

କର୍ମଜୀବୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା  ଓ ସାକ୍ଷାତକାରରେ ବିଜୟୀହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଗୃହରେ କଲ୍ୟାଣକର କର୍ମ ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ଦୂରଯାତ୍ରାରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ ।

ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :