ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।
ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ। ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ। କଳାକ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ। ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ। ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ। ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ମାଲିମକଦ୍ଦମାରେ ସଫଳତା ମିଳିବ। ରାଜନୀତିରେ ଆଶା କରିଥିବା ଖବର ପାଇ ଖୁସି ହୋଇଯିବେ ।
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।