• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 24March 2025 To 30th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।

Taurus

ବୃଷ

Monday 24 Mar 2025

ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ। ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ। ନିଜର ବନ୍ଧନକୁ ଦୃଢ଼ କରିବା ପାଇଁ ପ୍ରୟାସ କରିବେ। ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ। ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ। କୌଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ। ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ। ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।

ପ୍ରତିକାର – ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।