• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 24March 2025 To 30th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।

Aquarius

କୁମ୍ଭ

Monday 24 Mar 2025

ପେଟ ବ୍ୟଥାରୁ ମୁକ୍ତି ମିଳିବ। ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ। ବନ୍ଧୁମାନଙ୍କ ସହିତ ସମୟ ଅତିବାହିତ କରିବେ। ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ। ଅଫିସରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ। ଆପଣଙ୍କ ସାଥୀଙ୍କୁ ଅଧିକ ସମର୍ଥନ କରନ୍ତୁ । ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର୍ଯ୍ୟ କରିବା ଉଚଯ। ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ। ହଜିଥିବା ଜିନିଷର ସନ୍ଧାନ ପାଇ ପୂରାଦିନ ଖୁସି ରହିବେ। କୈାଣସି କାର‌୍ୟ୍ୟରେ ସଫଳତାରେ ବିଘ୍ନ ଆସିପାରେ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।