• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 24March 2025 To 30th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।

Pisces

ମୀନ

Monday 24 Mar 2025

ରୋଗରୁ ରକ୍ଷା ପାଇପାରିବେ। ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ। ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ। ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ମାନସିକ ଉତ୍ତେଜନା ଭୋଗିବେ। ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ।